ଆଇଆଇଟି ଭୁବନେଶ୍ୱରରେ ଉକ୍ରଳ ଦିବସ

ଜଟଣୀ : ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ପକ୍ଷରୁ ଉକôଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ଭାରତୀୟ ଭାଷା ପ୍ରତିଷ୍ଠାନ ଶାସ୍ତ୍ରୀୟ ଓଡ଼ିଆ ଅଧ୍ୟୟନ କେନ୍ଦ୍ରର ଉକôର୍ଷତା କେନ୍ଦ୍ରର ପ୍ରକଳ୍ପ ନିଦେ୍ର୍ଦଶକ ପ୍ରଫେସର ବସନ୍ତ କୁମାର ପଣ୍ଡା ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । 
ଆଇଆଇଟି ଭୁବନେଶ୍ୱରର ନିଦେ୍ର୍ଦଶକ ପ୍ରଫେସର ଶ୍ରୀପାଦ କରମଲକର ଏବଂ ରେଜିଷ୍ଟ୍ରାର ବାମଦେବ ଆଚାର୍ଯ୍ୟ ଏହି ଉସôବରେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମର ପ୍ରାରମ୍ଭରେ ଡକ୍ଟର ରେମ୍ୟା ନୀଲାନଚେରୀ ଏକ ଭାରତ ଶ୍ରେଷ୍ଠ ଭାରତ (ଇବିଏସବି)ର ସଂଯୋଜକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଆଇଆଇଟି ଭୁବନେଶ୍ୱରର ଇବିଏସବି ଟିମ୍ ସଂଯୋଜନା କରିଥିଲେ ।