ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଷଷ୍ଠ ରାଜ୍ୟ ଅର୍ଥ କମିଶନ ଚେୟାରମ୍ୟାନ୍
ଭୁବନେଶ୍ୱର : ଆଜି ଲୋକସେବା ଭବନରେ ଷଷ୍ଠ ରାଜ୍ୟ ଅର୍ଥ କମିଶନ ଚେୟାରମ୍ୟାନ ଶ୍ରୀ ଅରୁଣ କୁମାର ପଣ୍ଡା ଓ ଅନ୍ୟ ସଦସ୍ୟମାନେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ରାଜ୍ୟ ଅର୍ଥନୀତି ବିଷୟରେ ବହୁ ଗୁରୁତ୍ୱପୂର୍ଣ୍ଣ କଥା ଆଲୋଚନା କରିଛନ୍ତି ।