ଘାସିରାମଙ୍କ ସପକ୍ଷରେ ଭକ୍ତ

ନୂଆପଡା ପାଇଁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିବାକୁ ପିସିସିର ଇସାରା । ଘାସିରାମଙ୍କ ସପକ୍ଷରେ ମତ ରଖିଲେ ପିସିସି ସଭାପତି ଭକ୍ତ ଦାସ । ଗତ ନିର୍ବାଚନରେ ସ୍ୱାଧୀନ ଭାବେ ୫୦ହଜାରରୁ ଅଧିକ ଭୋଟ ପାଇଥିଲେ । ଘାସିରାମ ବାବୁ ଏବେ କଂଗ୍ରେସର ଜିଲ୍ଲା ସଂଯୋଜକ ଅଛନ୍ତି । ଆମର ପ୍ରାର୍ଥୀ ଚୟନ ଦଳର ହାଇକମାଣ୍ଡ
କରିବେ ବୋଲି ଭକ୍ତ ଦାସ । ଯେଉଁମାନେ ଭୟଭୀତ ସେମାନେ ଏବେଠୁ ମାର୍କେଟିଂ ଆରମ୍ଭ କରିଦେଲେଣି ।