ପଞ୍ଚମ ଦିନରେ ପଞ୍ଚ ଠାକୁରାଣୀ ଯାତ୍ରା

 ବୁଗୁଡ଼ା : ବୁଗୁଡ଼ା ଠାକୁରାଣୀ ଯାତ୍ରାର ପଞ୍ଚମ ଦିବସରେ ପଞ୍ଚ ଠାକୁରାଣୀଙ୍କ ଘଟ ପରିକ୍ରମାରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି । ବଡଦାଣ୍ଡସ୍ଥିତ ଅସ୍ଥାୟୀ ପୂଜା ମଣ୍ଡପରେ ଯଥା ରୀତିନୀତି ପ୍ରକାରେ ପୂଜାର୍ଚ୍ଚନା ଓ ହୋମକାର୍ଯ୍ୟ ସମ୍ପନ୍ନ ହୋଇଥିଲା । ସନ୍ଧ୍ୟାରେ ଝୁଣା ସେବା ଓ ୧୦୮ ଆଳତି ପରେ ଘଟ ପରିକ୍ରମା ଆରମ୍ଭ ହୋଇଥିଲା । ପାଞ୍ଚ ଜଣ ମାନସିକଧାରୀ ମହିଳା ମିତା ନାୟକ, ଯାଜ୍ଞସେନୀ ସ୍ୱାଇଁ, ପୂର୍ଣ୍ଣିମା ରାଣୀ ପ୍ରଧାନ, ପି.ରନôମାଳା ପ୍ରଧାନ ଓ ମଣି ମହାରଣା ପ୍ରମୁଖ ପଞ୍ଚ ଠାକୁରାଣୀଙ୍କ ଘଟ ଧାରଣ କରି ଆସ୍ଥାନରୁ ବାହାରି ବଳଦେବ ମନ୍ଦିର,