ଭୁବନେଶ୍ୱରରେ ହେବ ଆଦର୍ଶ ଗୋଶାଳା
ଭୁବନେଶ୍ୱର : ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ରାଜଧାନୀର ବୁଲା ଗୋରୁଙ୍କୁ ସେଠାରେ ରଖାଯିବ, ଜମି ଚିହ୍ନଟ ସରିଛି । ଗୋରୁଙ୍କ ଗୋବର,ମୂତ୍ରରୁ ବିଭିନ୍ନ ପ୍ରଡକ୍ଟ ବାହାର କରାଯିବ ।