ଭୁବନେଶ୍ୱର ସତ୍ୟବିହାର ବାର୍ରେ ଭୟାବହ ଅଗ୍ନିକାଣ୍ଡ
ଭୁବନେଶ୍ୱର : ଆଜି ସକାଳ ସମୟରେ ଭୁବନେଶ୍ୱର ସତ୍ୟବିହାର ଅଞ୍ଚଳରେ ଥିବା ଏକ ବାର୍ରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ହୁତୁହୁତୁ ହୋଇ ଜଳି ଯାଇଛି ବାର୍ । ନିଆଁରେ ବାର୍ର ସମସ୍ତ ସାମଗ୍ରୀ ପୋଡି ପାଉଁଶ ହୋଇଯାଛି । ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି । ତେବେ ଦୀର୍ଘ ସମୟ ପରେ ନିଆଁ ଲିଭାଇବାରେ ସଫଳ ହୋଇଥିଲା ଅଗ୍ନିଶମ ବାହିନୀ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବାବେଳେ ଅଗ୍ନିଶମ ଅଧିକାରୀ ନିଆଁକୁ ଆୟତ୍ତ କରିଛି । ନିଆଁକୁ ଆୟତ୍ତ କରିବାକୁ ପ୍ରାୟ ୧ ଘଣ୍ଟା ସମୟ ଲାଗିଥିଲା ।