ଭୁବନେଶ୍ୱର ୟୁନିଟ-୧ ପରିବା ମାରର୍କେଟରେ ଅଗ୍ନିକାଣ୍ଡ

ଭୁବନେଶ୍ୱର ୟୁନିଟ-୧ ପରିବା ମାରର୍କେଟରେ ଅଗ୍ନିକାଣ୍ଡ

ଭୁବନେଶ୍ୱର : ଭୁବନେଶ୍ୱର ୟୁନିଟ-୧ ପରିବା ମାରର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ । ଲକ୍ଷ୍ମୀ ମନ୍ଦିର ପଛପଟେ ଅଗ୍ନିକାଣ୍ଡ । ଜଳିଗଲା ଏକାଧିକ ଦୋକାନ । ଅଗ୍ନିକାଣ୍ଡ ସଂପର୍କରେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛନ୍ତି । ବର୍ତ୍ତମାନ ଯାଏଁ କେଉଁ କାରଣରୁ ନିଆଁ ଲାଗିଛି ତାହା ଜଣାପଡିନାହିଁ । ଅଗନ୍ନିଶମ ବିଭାଗର ଗାଡ଼ି ନିଆଁକୁ ଆୟତ୍ତ କରିଛି ।