ମହାତ୍ମା ଗାନ୍ଧିଙ୍କ ତିରୋଧାନ ଦିବସ
ଜୟପୁର: ମହାତ୍ମା ଗାନ୍ଧିଙ୍କ ତିରୋଧାନ ଦିବସ ଜୟପୁର ଉପଖଣ୍ଡ ପ୍ରଶାସନ ପକ୍ଷରୁ ପାଳନ ହୋଇଯାଇଛି । ଗାନ୍ଧି ଛକ ଏବଂ ଶିଶୁ ଉଦ୍ୟାନ ଠାରେ ସ୍ଥାପିତ ହୋଇ ଥିବା ଗାନ୍ଧିଜୀଙ୍କ ଆବ୍ୟକ୍ଷ ପ୍ରତିମୂର୍ତ୍ତିରେ ଉପଜିଲ୍ଲାପାଳ ଏ ଶସ୍ୟା ରେଡ୍ଡୀ, ବିଡ଼ିଓ ଶକ୍ତି ମହାପାତ୍ର, କନିଷ୍ଠ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ଆଚାର୍ଯ୍ୟ, ଟାଉନ ଥାନା ଅଧିକାରୀ ରମଣୀ ରଞ୍ଜନ ଦଳାଇ, ସଦର ଥାନା ଅଧିକାରୀ ଇଶ୍ୱର ତାଣ୍ଡି, ଉପଖଣ୍ଡ ସୁଚନା ଏବଂ ଲୋକ ସମ୍ପର୍କ ଅଧିକାରୀ ଯୋସଦା ଗାଦବା ପ୍ରମୁଖ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧା ସୁମନ ଅର୍ପଣ କରିବା ସହ ସ୍ମୃତିଚାରଣ କରିଥିଲେ ।
 
 Rasmita Behera
                                    Rasmita Behera                                 
    
 
    
 
 
 
