୩ ଅଧିକାରୀଙ୍କ ଦରମା ବନ୍ଦ
ଭୁବନେଶ୍ୱର : ୩ ସରକାରୀ ଅଧିକାରୀଙ୍କ ଦରମା ବନ୍ଦ । ଆଜି ରାଜ୍ୟ ପରିବହନ ନିଗମ ନିର୍ଦ୍ଦେଶକ ଜୟପୁର ପରିବହନ ବିଭାଗର ୩ ଜଣ ଅଧିକାରୀଙ୍କ ଦରମା ବନ୍ଦ କରିଛନ୍ତି । କାର୍ଯ୍ୟରୁ ଅନ୍ତର ସହ ପୁନଃ ଯୋଗ ଦେବା ଯାଏଁ ଦରମା ବନ୍ଦ କରାଯାଇଥିବା ସୂଚନା ମିଳିଛି । କାର୍ଯ୍ୟରେ ଅବହେଳା ଅଭିଯୋଗ ପରେ ଏପରି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ପରିବହନ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।
Samir Kumar Rout