ଗର୍ଜିଲେ ଅମିତ ଶାହ , ନବୀନଙ୍କୁ କହିଲେ .....
ଏ ନିର୍ବାଚନ ହେଉଛି ଓଡ଼ିଆ ଅସ୍ମିତା, ଭାଷା, କଳା ଓ ସ୍ୱାଭିମାନ ପାଇଁ ଲଢ଼େଇ। ଓଡ଼ିଶାବାସୀ ନବୀନ ପଟ୍ଟନାୟକଙ୍କୁ ସହ୍ୟ କରିଗଲେ। ମାତ୍ର ତାମିଲ ବାବୁଙ୍କୁ ଆଉ ବରଦାସ୍ତ କରିବେ ନାହିଁ। ତେଣୁ ୪ ଜୁନ୍ରେ ରେଜଲ୍ଟ ଆସିବା ପରେ ନବୀନ ବାବୁ ହୋଇଯିବେ ପୂର୍ବତନ ମୁଖ୍ୟମନ୍ତ୍ରୀ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ସଭାରେ ଯୋଗ ଦେଇ ଏଭଳି କହିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ।