ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’

ଭୂବନେଶ୍ୱର : ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’ ଗଞ୍ଜେଇ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦ ର ୨୦୧୩) ର ଧାରା ୨ (ଟି) ଦ୍ୱାରା ଦିଆଯାଇଥିବା କ୍ଷମତାକୁ ବ୍ୟବହାର କରି ରାଜ୍ୟ ସରକାର “ଭାଙ୍ଗ” ମାଦକ ଦ୍ରବ୍ୟ ଭାବେ ଘୋଷଣା କରିଛନ୍ତି।