ପୁଷ୍କରାକୁ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ପୁରସ୍କାର ନେଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ପୁଷ୍କରାକୁ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ପୁରସ୍କାର ନେଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୁଷ୍କରାକୁ ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ପୁରସ୍କାର ନେଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ।  ପୁଷ୍କରା ସହ ଜଡିତ ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଓଡିଆ ଚଳଚ୍ଚିତ୍ର ଜଗତ ଏପରି ଉତ୍ତମ ଚଳଚ୍ଚିତ୍ର ନିର୍ମାଣ ନେଇ କାମନା କରିଛନ୍ତି ।