ଠେଲାପେଲାରେ କଂଗ୍ରେସ ସଭାପତି ଭକ୍ତ ଦାସ ଆହତ
ଭୁବନେଶ୍ୱର : ଓଡ଼ିଶା କଂଗ୍ରେସ ସଭାପତି ଭକ୍ତ ଦାସ ଆହତ ହୋଇଛନ୍ତି। ଅଣନିଶ୍ୱାସୀ ହେବା ସହ ଡାହାଣ ହାତରେ ଆଘାତ ଲାଗିଛି। କିଛି ସମୟ ପାଇଁ ଭକ୍ତ ଦାସ ଆମ୍ବୁଲାନ୍ସରେ ଭର୍ତ୍ତି ହୋଇଛନ୍ତି। ଶିଶୁଭବନ ଛକ ଆସିବାବେଳେ ଠେଲାପେଲାରେ ଏଭଳି ଘଟିଥିବା କୁହାଯାଉଛି ।