ବାର୍‌ ଭିତରେ ପଶି ଆଖିବୁଜା ଗୁଳିମାଡ଼, ୧୦ ମୃତ

ନୂଆଦିଲ୍ଲୀ/ଭୁବନେଶ୍ୱର:  ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ଡିସେମ୍ବର ୪ରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ପୁରୀରେ ନୌସେନା ଦିବସ ପାଳନ ଉତ୍ସବରେ ଯୋଗ ଦେବେ। ପୁରୀ ବ୍ଲୁ ଫ୍ଲାଗ ବିଚ୍‌ରେ ନୌସେନା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ‘ଅପରେଶନ ଡେମୋନଷ୍ଟ୍ରେଶନ’ ପ୍ରଦର୍ଶିତ ହେବ। ଏଥିରେ ରାଷ୍ଟ୍ରପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବାର୍‌ରେ ଅନେକ ଲୋକେ ମୌଜମସ୍ତିରେ ମସଗୁଲ ଥିବା ବେଳେ ଏହି ଘଟଣା ଘଟିଛି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ସେମାନଙ୍କ ଚିକିତ୍ସା ଚାଲିଛି। ମୃତକଙ୍କ ମଧ୍ୟରେ ୭ ଜଣ ପୁରୁଷ ଓ ୩ ଜଣ ମହିଳା ଥିବା ପୁଲିସ କହିଛି। ସିସିଟିଭି ଫୁଟେଜ ଆଧାରରେ ପୁଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ଚେଷ୍ଟା ଜାରି ରଖିଛି।