ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ। ମୃତ ଘୋଷଣା କଲେ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ। ବିଜେଡି ଟିକେଟ୍ରେ ଦୁଇଥର ବିଧାୟକ ନିର୍ବାଚିତ ହୋଇଥିଲେ। ୨୦୦୯, ୨୦୧୪ରେ ଭୁବନେଶ୍ବର ମଧ୍ୟ ଆସନରୁ ଜିତିଥିଲେ।