ଓଡ଼ିଶା ବିଧାନସଭା: ବିଜେପି-୬୦, ବିଜେଡି-୩୬, କଂଗ୍ରେସ-୯

ଭୁବନେଶ୍ୱର:ଆସୁଛି ନିର୍ବାଚନ ଫଳାଫଳ । ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଆଗୁଆ, ବିଜେଡି ପଛରେ । ବର୍ତ୍ତମାନ ସୁଦ୍ଧା ୬୦ଟି ଆସନରେ ଆଗୁଆ ରହିଛନ୍ତି ବିଜେପି ପ୍ରାର୍ଥୀ । ଅନ୍ୟପଟେ ବିଜେଡି ପ୍ରାର୍ଥୀ ୩୬ଟି ଆସନରେ ଆଗୁଆ ରହିଛନ୍ତି । ସେହିପରି ୯ ଆସନରେ କଂଗ୍ରେସ ପ୍ରାର୍ଥୀ ଆଗରେ ରହିଛନ୍ତି ।