ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ : ଖୋଲିଛି ୪ଟି ଗେଟ୍
 
                                ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇଛି । ତେଣୁ ହୀରାକୁଦ ଡ୍ୟାମର ୪ଟି ଗେଟ୍ ଖୋଲିଛି।ବାମ ପାର୍ଶ୍ବର ୩ଟି ଓ ଡାହାଣ ପାର୍ଶ୍ବର ଗୋଟିଏ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଜଳସ୍ତର ୩ ଫୁଟ୍ ବଢ଼ିଥିବା ବେଳେ ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୨୦.୧୦ ଫୁଟ୍ ରହିଛି ।
 
 Henamanjaree Swain
                                    Henamanjaree Swain                                 
    
             
    
             
    
             
    
             
    
 
    
 
 
 
