KIIT student death case: ନେପାଳରେ ରାସ୍ତାକୁ ଓହ୍ଲାଇଲେ ଛାତ୍ର ସଂଘ

ଭୁବନେଶ୍ୱର :  କିଟ୍‌ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ଏପରି କି ପଡୋଶୀ ଦେଶ ନେପାଳ ମଧ୍ୟ ଏହାକୁ ଜୋରଦାର ବିରୋଧ କରିଛି। କାଠମାଣ୍ଡୁରେ ନେପାଳି କଂଗ୍ରେସ ଛାତ୍ର ସଂଘ ରାସ୍ତାକୁ ଓହ୍ଲାଇଛି। ଆତ୍ମହତ୍ୟା କରିଥିବା ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଛାତ୍ର ସଂଘ ହୁଙ୍କାର ଭରିଛନ୍ତି।