ବିଧାନସଭାରେ ସନାଙ୍କୁ ତେରଛା ବାଣ ମାରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଗୁରୁବାର ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିଲା ବେଳେ ଆରମ୍ଭରୁ ସକ୍ରିୟ ହୋଉଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବିଧାନସଭା ଗୃହରେ ପ୍ରବେଶ ସମୟରେ କେନ୍ଦୁଝର ଜିଲାର ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ତେରେଛା ବାଣ ମାରିଛନ୍ତି ନବୀନ।