ବିଜେଡ଼ିର ୪୦ ଜଣିଆ ଷ୍ଟାର ପ୍ରଚାରକ

Naveen Pattanaik Biju Janata Dal VK Pandian

ବିଜେଡ଼ିର ୪୦ ଜଣିଆ ଷ୍ଟାର ପ୍ରଚାରକ

 ।। ପ୍ରଭାନ୍ୟୁଜ୍‌ ।। ଭୁବନେଶ୍ୱର, ୨୦ା୪ : ବିଜେଡ଼ି ଆଜି ୪୦ ଜଣିଆ ତାରକା ପ୍ରଚାରକଙ୍କ ତାଲିକା ଘୋଷଣା କରିଛି  । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ତାରକା ପ୍ରଚାରକଙ୍କ ତାଲିକା ଘୋଷଣା କରାଯାଇଛି  ।

ବିଜୁ ଜନତା ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ, କାର୍ତ୍ତିକ ପାଣ୍ଡିଆନ୍‌, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଚନ୍ଦ୍ରଶେଖର ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ସ୍ନେହାଗିନୀ ଛୁରୀଆ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ କୁମାର ସାହୁ, ସଂଜୟ କୁମାର ଦାସବର୍ମା, ପଦ୍ମନାଭ ବେହେରା, ପ୍ରଦୀପ କୁମାର ଅମାତ, ଏନ୍‌ ଭାସ୍କର ରାଓ, ସୁବାସ ସିଂ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶି, ମମତା ମହନ୍ତ, ମୁଜବିଲ ଖାଁ, ସୁଲତା ଦେଓ, ରବୀନ୍ଦ୍ର କୁମାର ଜେନା, ସରୋଜିନୀ ହେମ୍ବ୍ରମ, ସୁଶାନ୍ତ ସିଂ, ପ୍ରୀତିରଞ୍ଜନ ଘଡେ଼ଇ, ପ୍ରଣବ କୁମାର ବଳବନ୍ତରାୟ, ଚିରଞ୍ଜୀବ ବିଶ୍ୱାଳ, ରମେଶ ଚନ୍ଦ୍ର ମାଝୀ, ସୁଧିର କୁମାର ସାମଲ, ବ୍ୟୋମକେଶ ରାୟ, ଦେବୀ ରଞ୍ଜନ ତ୍ରିପାଠୀ, ବିଜୟ ନାୟକ, ଶ୍ରୀମୟୀ ମିଶ୍ର, ନିଜାମୁଦ୍ଦିନ, ଈଶ୍ୱର ପାଣିଗ୍ରାହୀ, ଅମରେଶ ଜେନା ଓ ଏଲିନା ଦାସ  ।