OTET ବାତିଲ ଘଟଣାରେ ୬ ଅଧିକାରୀଙ୍କ ବଦଳି

ସ୍ୱତନ୍ତ୍ର ଓଡିଇଟି ପରୀକ୍ଷା ବାତିଲ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟର ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି ହୋଇଥିବା ସୂଚନା । ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ବଦଳି ହେଲେ ୬ ଅଧିକାରୀ । ଜୁଲାଇ ୨୦ରେ ହେବାକୁ ଥିବା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘୋଷଣା କରାଯାଇଥିଲା ।