୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟର ୭ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଗଞ୍ଜାମ, କେନ୍ଦୁଝର, ଢେଙ୍କାନାଳ, ଗଜପତି, ମାଲକାନଗିରି, ସୁନ୍ଦରଗଡ଼ ଓ ଅନୁଗୁଳ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।