ରେପୋ ରେଟ୍ ଅପରିବର୍ତ୍ତିତ; ୬.୫ ପ୍ରତିଶତରେ ସ୍ଥିର ରହିଲା
ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ । ୬.୫ ପ୍ରତିଶତରେ ସ୍ଥିର ରହିଲା ରେପୋ ରେଟ୍ । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏନେଇ ସୂଚନା ଦେଇଛନ୍ତି । ଲଗାତାର ୧୧ ଥର ପାଇଁ ଅପରିବର୍ତ୍ତିତ ରହିଲା ରେପୋ ରେଟ୍ । ଦରଦାମ ବୃଦ୍ଧିରେ ନିୟନ୍ତ୍ରଣ ଆମର ପ୍ରାଥମିକତା ବୋଲି କହିଛନ୍ତି ଆରବିଆଇ ଗଭର୍ଣ୍ଣର ।