ସୁଭଦ୍ରା ଟଙ୍କା ନେଇ ଆସିଲା ବଡ଼ ଖବର

ସୁଭଦ୍ରା ଟଙ୍କା ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର: ଖୁବଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା । ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ ।ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ  କେନ୍ଦୁଝର ଗସ୍ତ ଅବସରରେ ସୁଭଦ୍ରା ଟଙ୍କା ପାଇନଥିବା ଆବେଦନକାରୀ କାଳି ପୂଜା ବେଳକୁ ଏହା ପାଇଯିବେ ବୋଲି  କହିଥିଲେ ।।