ପଦ୍ମ ଧରିଲେ ଆକାଶ

ପଦ୍ମ ଧରିଲେ ଆକାଶ


ଭୁବନେଶ୍ୱର  : ବିଜେଡିରୁ ଇସ୍ତଫା ଦେବାର ଦିନକ ପରେ ଆକାଶ ଦାସ ନାୟକ ଆଜି  ବିଧିବଦ୍ଧ ଭାବେ ବିଜେପିରେ ସାମିଲ୍ ହୋଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ତାଙ୍କୁ ସ୍ୱାଗତ କରାଯାଇଛି । ତାଙ୍କ ସହ ବହୁ କର୍ମୀ ମଧ୍ୟ ବିଜେପିରେ ସାମିଲ୍ ହୋଇଛନ୍ତି । ମିଶ୍ରଣ ପର୍ବରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଅରିନ୍ଦମ ରାୟ, ସିଦ୍ଧାନ୍ତ ମହାପାତ୍ର, ପ୍ରଦୀପ ପାଣିଗ୍ରାହୀ ପ୍ରମୁଖ ନେତାମାନେ ଉପସ୍ଥିତ  ହୋଇଛନ୍ତି ।