ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ସ୍ଥଗିତ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ । ରବିବାର ସାରେ ସେ ଓଡ଼ିଶା ଆସିବାର ଥିଲା।ଅମିତଶାହା ୨୮ ତାରିଖ ସାରେ ଭୁବନେଶ୍ବର ଆସିବେ ବୋଲି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏହି ସୂଚନା ଦେଇଥିଲେ । ଏହା ସହ ସେ ଅମିତ ଶାହଙ୍କ ସମ୍ବଲପୁର ଗସ୍ତ ନାହିଁ ବୋଲି କହିଥିଲେ। କଳିଙ୍ଗ ଷ୍ଟାଡିୟମ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ଶାହ ବୋଲି ସେ କହିଥିଲେ।