ଅଡୁଆରେ ଅନୁଭବ,ଅଗଷ୍ଟ ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି

ଭୁବନେଶ୍ୱର,: ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉ ନଥିବା ବେଳେ ମଙ୍ଗଳବାର ଅନୁଭବଙ୍କୁ ଜେରା କରାଯାଇଛି। ଅଗଷ୍ଟ ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପୁରୀଘାଟ ଥାନାରେ ଅଭିଯୋଗ ହୋଇଥିଲା । ନିକଟରେ ଅନୁଭବ-ବର୍ଷା ଛାଡପତ୍ର ପାଇଁ କୋର୍ଟ ଅନୁମତି ଦେଇଥିଲେ ।