ରାଜଧାନୀରେ ବୁଲିଲା ଖଣ୍ଡା: ୨ ଗୁରୁତର

ଭୁବନେଶ୍ୱର,୨।୪: ରାଜଧାନୀରେ ବୁଲିଲା ଖଣ୍ଡା। ଏଥିରେ ୨ ଯୁବକ ଗୁରୁତର ହୋଇଛନ୍ତି। ଖଣ୍ଡଗିରି ଥାନା ପାତ୍ରପଡ଼ାରେ ୨ ଯୁବକଙ୍କୁ ହାଣି ପକାଇଛନ୍ତି। କମେଣ୍ଟ ମରା ଓ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ୨ ଗୁରୁତରଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି ଖଣ୍ଡଗିରି ପୋଲିସର ଛାନଭିନ ଚଳାଇଛି।