ଥାନାରେ ଅର୍ଚ୍ଚନା ନାଗଙ୍କ ସ୍ବାମୀ: ଅର୍ଚ୍ଚନା, ତାଙ୍କ ପୁଅଙ୍କୁ ମାରିବାକୁ ଉଦ୍ୟମ

ଥାନାରେ ଅର୍ଚ୍ଚନା ନାଗଙ୍କ ସ୍ବାମୀ: ଅର୍ଚ୍ଚନା, ତାଙ୍କ ପୁଅଙ୍କୁ ମାରିବାକୁ ଉଦ୍ୟମ

ଭୁବନେଶ୍ବର: ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ। ଜଗବନ୍ଧୁଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ଅଟକ ରଖିଥିବା ସୂଚନା ମିଳିଛି। ଅର୍ଚ୍ଚନାଙ୍କ ଅଭିଯୋଗ ପରେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇଛି। ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ କରି ମାରିବାକୁ ଉଦ୍ୟମ ଅଭିଯୋଗ ହୋଇଛି। ଏହା ସହ ଜଗବନ୍ଧୁଙ୍କ ପାଖରୁ ଗୋଟିଏ ଛୁରି ଜବତ ହୋଇଥିବା ସୂଚନା ମିଳିଛି।