ଭୁବନେଶ୍ୱର ବିମାନବନ୍ଦରରେ ହେବ ନୂଆ ଟର୍ମିନାଲ

ଭୁବନେଶ୍ୱର: ଭୁବନେଶ୍ବର ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସୂଚନା ଦେଇଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ରିଭ୍ୟୁ ପରେ କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି। ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ। ୨ ବର୍ଷରେ ଏହି ନିର୍ମାଣ ଯୋଜନା ରହିଛି। ଖୁବଶୀଘ୍ର ରନ୍ଓ୍ବେ କ୍ୟାଟ୍ ଟୁ ଲାଇଟ୍ ନିର୍ମାଣ ହେବ।