ଘରୋଇ ହସ୍ପିଟାଲକୁ ଏୟାରଲିଫ୍ଟ ଅସୁସ୍ଥ ବିଶ୍ୱଭୂଷଣ ହରିଚନ୍ଦନ
ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ତାଙ୍କୁ ଭୁବନେଶ୍ୱରରୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଥିବା ନେଇ ସୂଚନା ମିଳିଛି । ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ଗ୍ୟାସ ଜନିତ ସମସ୍ୟାରୁ ଅସୁସ୍ଥ ପରେ ଚିକିତ୍ସା ଚାଲିଛି ।