ବିଜେଡିର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ
ବାଲେଶ୍ୱର : ବାଲେଶ୍ୱର ପୌରପରିଷଦ ୭ନଂ ୱାର୍ଡରେ ଅନୁଷ୍ଠିତ ହୋଇଥିଲା ଘରେ ଘରେ ଶଂଖ କାର୍ଯ୍ୟକ୍ରମୟଏହି ଅବସରରେ ବାଲେଶ୍ୱର ବିଧାୟକ ଘରକୁ ଘର ବୁଲି ନବୀନ ପଟ୍ଟନାୟକଙ୍କ ଜନ କଲ୍ୟାଣ ଯୋଜନା ବିଷୟରେ ସଚେତନତା କରାଇବା ସହ ଆସନ୍ତା ଜୁନ ୧ ତାରିଖରେ ଉଭୟ ସାଂସଦ ଓ ବିଧାୟକ ପାର୍ଥିଙ୍କୁ ଶଂଖ ଚିହ୍ନରେ ଆର୍ଶିବାଦ ଭିକ୍ଷା କରିଥିଲେ । ଶ୍ରୀଯୁକ୍ତ ଦାସଙ୍କ ସହ ପୌରପରିଷଦ ଉପାଧ୍ୟକ୍ଷ କୈଳାସ ସେଠୀ, ପୂର୍ବତନ ଉପାଧ୍ୟକ୍ଷ ମନୋଜ ରାଉତ, ୭ନଂ ୱାର୍ଡର କାଉନସିଲର ମିରାଜ ବାନୋ, ପୂର୍ବତନ କାଉନସିଲର ସାକିର ଖାନ, ବିଜୁ ଯୁବ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଧିରେନ ନାୟକ, ଟାଉନ ଯୁବ ସଭାପତି ଉମାଶଙ୍କର ତିଆଡି, ନାରୀ ନେତ୍ରୀ ରାଜଲକ୍ଷ୍ମୀ ·ଟ୍ଟାଜୀ ପ୍ରମୁଖ ସାମିଲ ହୋଇ ବିଜେଡି ପାଇଁ ପ୍ର·ର କରିଥିଲେ ।