ଭୁବନେଶ୍ୱରରେ ପହଞ୍ଚିଲା ଉତ୍ତମଙ୍କ ପାର୍ଥିବ ଶରୀର

ଭୁବନେଶ୍ୱରରେ ପହଞ୍ଚିଲା ଉତ୍ତମଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର : ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର। ଏହାପରେ ତାଙ୍କୁ ଜଗନ୍ନାଥ ବିହାର ବାସଭବନକୁ ନିଆଯିବ। ସେଠାରେ ତାଙ୍କୁ ଶେଷ ଦର୍ଶନ କରିବେ। ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ତାଙ୍କ ପାରିବାରିକ ବନ୍ଧୁ ରବି ମିଶ୍ରଙ୍କ ସୂଚନା ଦେଇଛନ୍ତି।