ହାଡ଼କୁ ମଜବୁତ କରିବ ଏହି ୩ଟି ଡ୍ରାଇ ଫ୍ରୁଟ୍

ହାଡ଼କୁ ମଜବୁତ କରିବ ଏହି ୩ଟି ଡ୍ରାଇ ଫ୍ରୁଟ୍

ଶରୀରରେ ଭିଟାମିନ ବି-୧୨ କମିଲେ ଆନିମିଆ ଭଳି ସମସ୍ୟା ଦେଖାଦିଏ । ଦୃଷ୍ଟିଶକ୍ତି କମ୍ ହୁଏ, ପାଚନକ୍ରିୟାରେ ସମସ୍ୟା ହୁଏ, ଗୋଡ-ହାତ ଝିମଝିମ ପଡିବା ଭଳି ସମସ୍ୟା ଦେଖାଦିଏ । ଆଉ ଯଦି ଆପଣ ଜଣେ ସାକାହାରୀ ପ୍ରାଣୀ ତେବେ ଡାଏଟରେ ୩ ପ୍ରକାର ଡ୍ରାଇ ଫ୍ରୁଟ୍ ସାମିଲ କରନ୍ତୁ । ଯଦି ଆପଣ ଏସବୁ ସମସ୍ୟାର ସମ୍ମୁଖୀନ ତେବେ ଏହି ୩ଟି ଡ୍ରାଇ ଫୁଟ୍ ଖାଆନ୍ତୁ, ଦେଖିବେ ଦେହରେ ଚମତ୍କାରିତା ଦେଖାଦେବ । ଶରୀରରେ ଭିଟାମିନ ବି-୧୨ ବଢାଇବା ପାଇଁ ପିସ୍ତା ବହୁତ ଭଲ କାମ କରେ । ଶରୀରରେ ଶକ୍ତି ଏବଂ ଲାଲ୍ ରକ୍ତ କଣିକା ବଢାଇବାର ଏକ ଭଲ ଉତ୍ସ । 

ଖଜୁରୀ ଶରୀର ପାଇଁ ବହୁତ ଭଲ ହୋଇଥାଏ । ଯଦି ଆପଣ ପ୍ରତିଦିନ ଖଜୁରୀ ଖାଇବା ଆରମ୍ଭ କରୁଛନ୍ତି ତେବେ ଭିଟାମିନ୍ ବି-୧୨ର ଅଭାବକୁ ଦୂର କରିବା ପାଇଁ ଶକ୍ତି ମିଳିବ । ଅଞ୍ଜିରରେ ଫାଇବର, ଆଇରନ, କ୍ୟାଲସିୟମ ଏବଂ ଆଣ୍ଟିଅକ୍ସିଡେଣ୍ଟସ ସହ ଭିଟାମିନ ବି-୧୨ର ମାତ୍ରା ମଧ୍ୟ ଥାଏ ।