ଅଗଷ୍ଟ ୧୧ରେ ନିଟ୍‌ ପିଜି ପରୀକ୍ଷା

ନୂଆଦିଲ୍ଳୀ : ନେସ୍‌ନାଲ୍‌ ବୋର୍ଡ ଅଫ୍‌ ଏକ୍‌ଜାମିନେସନ୍‌ ଇନ୍‌ ମେଡିକାଲ୍‌ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ଟିନ୍‌ ପିଜିର ନୂଆ ପରୀକ୍ଷା ତାରିଖ ଘୋଷଣା କରିଦେଇଛି। ଏହି ପରୀକ୍ଷା ଆଗାମୀ ଅଗଷ୍ଟ ୧୧ ତାରିଖରେ ଆୟୋଜିତ ହେବ। ପରୀକ୍ଷା ୨ଟି ସିଫ୍‌ଟରେ ହେବ। ଏସ୍‌ଓପି ଏବଂ ପ୍ରୋ‌ଠକଲ୍‌ର ସମୀକ୍ଷା ପରେ ଟିନ୍‌ ପିଜି ପରୀକ୍ଷାର ନୂଆ ତାରିଖ ଘୋଷଣା ହୋଇଛି।