ହୀରାକୁଦର ଆଉ ୪ ଗେଟ୍‌ ଖୋଲିଲା

ହୀରାକୁଦର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର : ହୀରାକୁଦ ଜଳଭଣ୍ଡାରର ସୋମବାର ଆଉ ୪ଟି ଗେଟ୍‌ ଖୋଲାଯାଇଛି। ଏବେ ମୋଟ୍‌ ୧୨ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଡ୍ୟାମର ଜଳସ୍ତର ବଢ଼ିବାରେ ଲାଗିଛି।