ଆଜି କମିଲା ସୁନା ଓ ରୂପା ଦର
ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୯୬୦ ଟଙ୍କା ରହିଛି । ଗତକାଲି ଅର୍ଥାତ ଗୁରୁବାର ଅପେକ୍ଷା ଶୁକ୍ରବାର ଦର ସାମାନ୍ୟ କମିଛି ।ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ 10 ଗ୍ରାମ ପ୍ରତି ୯୨,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୯୬୦ ଟଙ୍କା ରହିଛି । ଭୁବନେଶ୍ବରରେ ଗତକାଲି ଅପେକ୍ଷା ଆଜି ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି ।
ସେହିପରି ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଆଜି ୨୨ କ୍ୟାରେଟ୍ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୯୬୦ ଟଙ୍କା ରହିଛି । ରାଜଧାନୀ ଦିଲ୍ଲୀରେ ସୁନା ଦର ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ଆଜି ୨୨ କ୍ୟାରେଟ୍ ସୁନା ଦର 10 ଗ୍ରାମ ପ୍ରତି ୯୨,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୯୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୯୬୦ ଟଙ୍କା ରହିଛି । ଗତ କାଲି ଅପେକ୍ଷା ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି ।ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଆଜି ୨୨ କ୍ୟାରେଟ୍ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୯୬୦ ଟଙ୍କା ରହିଛି ।ବେଙ୍ଗାଲୁରୁରେ ମଧ୍ୟ ଆଜି ୨୨ କ୍ୟାରେଟ୍ ସୁନା ଦର ଦଶ ଗ୍ରାମ ପ୍ରତି ୯୨,୫୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୯୬୦ ଟଙ୍କା ରହିଛି ।
ରୂପା ମୂଲ୍ୟ କିଲୋ ପ୍ରତି ୧ ଲକ୍ଷ ୧୭ ହଜାର ୯୦୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ରୂପା ମୂଲ୍ୟ କିଲୋ ପ୍ରତି ୧ ଲକ୍ଷ ୨୭ ହଜାର ୯୦୦ ଟଙ୍କା ରହିଛି ।