ରେକର୍ଡ ଭାଙ୍ଗିଲା ସୁନା ଦର
ଭୁବନେଶ୍ବର: ଟ୍ରମ୍ପ ଟାରିଫ୍ ବିବାଦ, ରାଷ୍ଟ୍ରପତି ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ବୟାନବାଜି ଏବଂ GST ହାର ପରିବର୍ତ୍ତନ ମଧ୍ୟରେ ଆଜି ପୁଣି ଥରେ ମହଙ୍ଗା ହେଲା ସୁନା । ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା ମୂଲ୍ୟ ବୃଦ୍ଧି ପାଇଛି, ଯାହା ପୂର୍ବ ଦିନ ତୁଳନାରେ ବହୁତ ଅଧିକ। ଆସନ୍ତୁ ଜାଣିବା ଆଜି ସହର ଅନୁଯାୟୀ ସୁନା ଦର ତାଲିକା । ଆଜି ସୁନାର ମୂଲ୍ୟ 65 ଟଙ୍କାରୁ ବୃଦ୍ଧି ପାଇ 8700 ଟଙ୍କା ହୋଇଛି। ରୂପା ମଧ୍ୟ 2 ଟଙ୍କା ମହଙ୍ଗା ହୋଇଛି, ତେବେ ଆସନ୍ତୁ ଜାଣିବା ଆଜି 18 କ୍ୟାରେଟ୍, 22 କ୍ୟାରେଟ୍ ଏବଂ 24 କ୍ୟାରେଟ୍ ସୁନା ଏବଂ ରୂପା କେତେରେ ମିଳିବ?
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୯,୪୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୮ ହଜାର ୪୯୦ ଟଙ୍କା ରହିଛି । ଗତକାଲି ଅର୍ଥାତ ଶନିବାର ଅପେକ୍ଷା ରବିବାର ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୯,୪୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୮ ହଜାର ୪୯୦ ଟଙ୍କା ରହିଛି । ଭୁବନେଶ୍ବରରେ ଗତକାଲି ଅପେକ୍ଷା ଆଜି ଦରରେ ପରିବର୍ତ୍ତନ ହୋଇଛି । ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି। ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୯,୪୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୮ ହଜାର ୪୯୦ ଟଙ୍କା ରହିଛି । ରାଜଧାନୀ ଦିଲ୍ଲୀରେ ସୁନା ଦର ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୯,୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୮ ହଜାର ୬୨୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୯,୪୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୮ ହଜାର ୪୯୦ ଟଙ୍କା ରହିଛି । ଗତ କାଲି ଅପେକ୍ଷା ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୯,୪୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୮ ହଜାର ୪୯୦ ଟଙ୍କା ରହିଛି ।
ବେଙ୍ଗାଲୁରୁରେ ମଧ୍ୟ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୯୯,୪୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୮ ହଜାର ୪୯୦ ଟଙ୍କା ରହିଛି । ରୂପା ମୂଲ୍ୟ କିଲୋ ପ୍ରତି ୧ ଲକ୍ଷ ୨୮ ହଜାର ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ରୂପା ମୂଲ୍ୟ କିଲୋ ପ୍ରତି ୧ ଲକ୍ଷ ୩୮ ହଜାର ଟଙ୍କା ରହିଛି ।