ଷ୍ଟ୍ରୋକ୍ ଆଶଙ୍କା ଦୂର କରେ ମହୁ
ମହୁ ସମସ୍ତଙ୍କର ପ୍ରିୟ । ଏହାର ସ୍ୱାଦ ଯେମିତି, ଗୁଣ ବି ସେମିତି । ଏହାର ଔଷଧୀୟ ଗୁଣ ବିଭିନ୍ନ ରୋଗରୁ ରକ୍ଷା କରିବା ସହ ଶରୀରକୁ ସୁସ୍ଥ ଓ ନୀରୋଗ ରଖେ । ଓଜନ କମାଇବାରେ ମହୁ ଗୁରୁତ୍ୱ ଭୂମିକା ଗ୍ରହଣ କରିଥାଏ । ସକାଳେ ଖାଲି ପେଟରେ ଏବଂ ରାତିରେ ଶୋଇବା ପୂର୍ବରୁ ଗୋଟିଏ ଗ୍ଲାସ ଉଷୁମ ପାଣି ସହ ଲେମ୍ବୁ ରସ ଓ ଏକ ଚାମଚ ମହୁ ମିଶାଇ ପିଇଲେ ଓଜନ ହ୍ରାସ ପାଏ । ଏହାର ଆଣ୍ଟିଅକ୍ସିଡାଣ୍ଟ ଗୁଣ ଶରୀରରେ ରକ୍ତ ସଂଚାଳନକୁ ସକ୍ରିୟ ରଖିଥାଏ । ଫଳରେ ହାର୍ଟ-ଆଟାକ୍, ଷ୍ଟ୍ରୋକ୍ ଓ କ୍ୟାନ୍ସର ଭଳି ଭୟଙ୍କର ରୋଗରୁ ଏହା ଆମକୁ ରକ୍ଷା କରିଥାଏ । ଉଚ୍ଚ ରକ୍ତଚାପ ବ୍ୟତୀତ ଶରୀରରେ ଶର୍କରାର ପରିମାଣକୁ ମଧ୍ୟ ସନ୍ତୁଳିତ ରଖେ । ସାଧାରଣତଃ ଡାଇବେଟିସ ଥିବା ଲୋକମାନେ ମହୁ ଖାଇପାରିବେ ନରେ ଛିଡା ହୋଇ ଚାରି ଦିଗକୁ ଗୋଟିଏ ଗୋଟିଏ ଖଣ୍ଡ ଫିଙ୍ଗି ଏକମୁହାଁ ହୋଇ ଘରକୁ ଚାଲି ଆସନ୍ତୁ । ଖରାପ ନଜର ଦୂର ହୋଇଯିବ ।