ହୀରାକୁଦ ଗେଟ୍ ଖୋଲିଲା
ସମ୍ବଲପୁର : ଆଜି ଅର୍ଥାତ୍ ରବିବାର ହୀରାକୁଦ ଡ୍ୟାମ୍ର ଗେଟ୍ ଖୋଲାଯାଇଛି। ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନଂ ଗେଟ୍ ଖୋଲାଯାଇଥିବାବେଳେ ପର୍ଯ୍ୟାୟକ୍ରମେ ୧୨ଟି ଗେଟ୍ ଖୋଲାଯିବ। ଆଜି ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛଡ଼ା ଯାଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ଏହି ଗେଟ୍ ଖୋଲାଯାଇଛି।