ଖୋଲିଲା ହୀରାକୁଦର ଆଉ ୮ଗେଟ

ସମ୍ବଲପୁର: ହୀରାକୁଦ ଡ୍ୟାମର ଆଉ ୮ଟି ଗେଟ ଖୋଲିଛି । ବର୍ତ୍ତମାନ ସୁଦ୍ଧା ମୋଟ ୧୪ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ଏହା ପୂର୍ବରୁ ୬ଟି ଗେଟ ଖୋଲାଯାଇ ବନ୍ୟା ଜଳ ନିଷ୍କାସନ କରାଯାଉଥିଲା ।
ପ୍ରକାଶ ଯେ ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି।