ଆଇଏସ୍ ସ୍ତରରେ ବଡ ଅଦଳବଦଳ

ଆଇଏସ୍ ସ୍ତରରେ ବଡ ଅଦଳବଦଳ

ଭୁବନେଶ୍ୱର: ଆଇଏଏସ୍‌ ସ୍ତରରେ ଧରଣର ଅଦଳବଦଳ ହୋଇଛି। ରାଜ୍ୟ ସରକାର DTET ନିର୍ଦ୍ଦେଶକ ଥିବା ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ୱବ ପ୍ରଦାନ କରିଛନ୍ତି। ଓଡ଼ିଶା ସିନେ ଉନ୍ନୟନ ନଗମର MD ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ରହିଛି। ଲଘୁ ଖଣିଜ ବିଭାଗ ନିର୍ଦ୍ଦେଶକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ଅନ୍ୟପକ୍ଷେ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ସାଧାରଣ ବଣ୍ଟନ ନିଗମ MD ଦାୟିତ୍ୱ ଦିଆଯାଇଛି।