ଫିଲ୍ଡିଂ କରିବ ଭାରତ
ଭୁବନେଶ୍ୱର: ଆଜି ସୁପର ସନଡେରେ ବାରବାଟୀରେ ଖେଳାଯିବ ଦିନିକିଆ ମ୍ୟାଚ । ଆଉ ଏହାରି ଭିତରେ ଟସ ଶେଷ ହୋଇଛି । ଭ୍ରମଣକାରୀ ଦଳ ଇଂଲଣ୍ଡ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି । ୩ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୧-୦ରେ ଅଗ୍ରଣୀ ରହିଛି। ଆଜି ମ୍ୟାଚ୍ ଜିତି ଭାରତ ଓ୍ବାନଡେ ସିରିଜ୍ କବଜା କରିବାକୁ ଲକ୍ଷ୍ୟ ରଖିଛି। ବାରବାଟୀ ସବୁବେଳେ ଭାରତୀୟ ଦଳ ପାଇଁ ଭାଗ୍ୟଶାଳୀ ସାବ୍ୟସ୍ତ ହୋଇଛି।