ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ

ଶ୍ରୀନଗର : ଜମ୍ମୁ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ସରକାର ବୁଧବାର ଶପଥ ଗ୍ରହଣ କରିଛନ୍ତି। ଓମାର ଅବଦୁଲ୍ଲା କଶ୍ମୀରର ଇଣ୍ଟର ନ୍ୟାଶନାଲ କନଭେନଶନ ସେଣ୍ଟରରେ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।