ମହିଳା ଜେଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମହିଳା ଜେଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଜଳେଶ୍ୱର: ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଜେଇ ମୋନାଲିସା ହେମ୍ବ୍ରମଙ୍କ ଝୁଲନ୍ତା ମୃତଦେହ ଭଡ଼ା ଘରୁ ଠାବ କରାଯାଇଛି । ମୃତୁ୍ୟର କାରଣ ସ୍ପଷ୍ଟ ହୋଇନଥିବାବେଳେ ଘଟଣାସ୍ଥଳରେ ପୁଲିସ ତନାଘନା କରୁଛି ।