ମହୁଆ ମୋଇତ୍ରାଙ୍କୁ ବିବାହ କଲେ ପିନାକୀ ମିଶ୍ର!
ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ବିବାହ କରିଛନ୍ତି। ସେ ବିଜେଡି ନେତା ତଥା ପୂର୍ବତନ ଏମପି ପିନାକୀ ମିଶ୍ରଙ୍କୁ ତାଙ୍କର ଜୀବନସାଥୀ କରିଛନ୍ତି। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।