ଦୁଇଦିନରେ ସରିବ ମାଟ୍ରିକ ଖାତା ଦେଖା

ଦୁଇଦିନରେ ସରିବ ମାଟ୍ରିକ ଖାତା ଦେଖା

କଟକ :  ଦଶମ ଶ୍ରେଣୀ ଖାତା ଦେଖା ଚାଲିଥିବା ବେଳେ ଆଗାମୀ ଦୁଇଦିନ ଏହା ସରିଯିବ। ଏହାପରେ ବାକି ସମସ୍ତ ପ୍ରକ୍ରିୟା ସାରିବା ପରେ ଆସନ୍ତା ମାସ ଅର୍ଥାତ ମେ’ ମାସ ଦ୍ୱିତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି ।