ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ବୁଧବାର ବସିବ ରାଜ୍ୟ କ୍ୟାବିନେଟ୍‌ର ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର । 

ଖବର ଅନୁଯାୟୀ, ବୁଧବାର ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ । ଯେଉଁଥିରେ ବିଭିନ୍ନ ବିଭାଗର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସଂପର୍କରେ ଆଲୋଚନା ହୋଇପାରେ । ଏହାସହିତ ଅନେକ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ସୂଚନା ମିଳିଛି ।