ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

  ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ଘୋଷଣା । ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । SDRF  ଫଣ୍ଡରୁ  ଚାଷୀଙ୍କୁ ସମସ୍ତ କ୍ଷତିପୂରଣ ଦିଆଯିବ । ୩୩ ପ୍ରତିଶତ ରୁ ଅଧିକ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କୁ ମିଳିବ କ୍ଷତିପୁରଣ । ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ୨ ଲକ୍ଷ ୨୬ ହଜାର  ହେକ୍ଟର ଫସଲ କ୍ଷତି, ୨୯୧ କୋଟି ସହାୟତା ମିଳିବ ।