ଓଡ଼ିଆ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଗଞ୍ଜାମ ଜିଲା ଗସ୍ତରେ ଆସି ରମ୍ଭା ବାଳକ ବିଦ୍ୟାଳୟଠାରେ ପହଞ୍ଚି ସଂଗ୍ରାମୀ ସ୍ମାରକ କାର୍ଯ୍ୟକ୍ରମରେ ଯୋଗଦାନ କରି ୪୧ ଜଣ ସଂଗ୍ରାମୀ ଓଡ଼ିଆ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି।